Slug-କାନପୁରା ସ୍କୁଲ କ୍ୟାମ୍ପସ ନିକଟରୁ ୧୩ ଫୁଟ ଲମ୍ବର ଅଗଜର ଉଦ୍ଧାର ।Format-AVoReporter-sasmitaDate-13/7/2023 Anchor- ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ କାନପୁରା ଗାଁ ସ୍ଥିତ ପଞ୍ଚାୟତରାଜ୍ ଉଚ୍ଚ ବିଦ୍ୟାଳୟ କ୍ୟାମ୍ପସ ନିକଟରୁ ଏକ ୧୩ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର କରାଯାଇଛି । ବିଦ୍ୟାଳୟର ରୋଷେୟା ଅଜଗର ସାପକୁ ଦେଖିବା ପରେ ସ୍ନେକ ହେଲ୍ପ ଲାଇନର ସଦସ୍ୟ ସୁଧାକର ରାଉତଙ୍କୁ ଖବର ଦେଇଥିଲେ । ସ୍ନେକ ହେଲ୍ପ ଲାଇନର ସଦସ୍ୟ ଘଟଣା ସ୍ଥଳରେ ପହଞ୍ଚି ଅଜଗର ସାପଟିକୁ ଉଦ୍ଧାର କରିଥିଲେ । ପରେ ବନ ବିଭାଗର ସହଯୋଗରେ ଅଜଗର ସାପଟିକୁ ନିକଟସ୍ଥ ଅନନ୍ତପୁର ସଂରକ୍ଷିତ ଜଙ୍ଗଲରେ ଛାଡି ଦିଆଯାଇଛି ।

Slug-କାନପୁରା ସ୍କୁଲ କ୍ୟାମ୍ପସ ନିକଟରୁ ୧୩ ଫୁଟ ଲମ୍ବର ଅଗଜର ଉଦ୍ଧାର ।
Format-AVo
Reporter-sasmita
Date-13/7/2023
Anchor- ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ କାନପୁରା ଗାଁ ସ୍ଥିତ ପଞ୍ଚାୟତରାଜ୍ ଉଚ୍ଚ ବିଦ୍ୟାଳୟ କ୍ୟାମ୍ପସ ନିକଟରୁ ଏକ ୧୩ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର କରାଯାଇଛି । ବିଦ୍ୟାଳୟର ରୋଷେୟା ଅଜଗର ସାପକୁ ଦେଖିବା ପରେ ସ୍ନେକ ହେଲ୍ପ ଲାଇନର ସଦସ୍ୟ ସୁଧାକର ରାଉତଙ୍କୁ ଖବର ଦେଇଥିଲେ । ସ୍ନେକ ହେଲ୍ପ ଲାଇନର ସଦସ୍ୟ ଘଟଣା ସ୍ଥଳରେ ପହଞ୍ଚି ଅଜଗର ସାପଟିକୁ ଉଦ୍ଧାର କରିଥିଲେ । ପରେ ବନ ବିଭାଗର ସହଯୋଗରେ ଅଜଗର ସାପଟିକୁ ନିକଟସ୍ଥ ଅନନ୍ତପୁର ସଂରକ୍ଷିତ ଜଙ୍ଗଲରେ ଛାଡି ଦିଆଯାଇଛି ।

ନିଉ ଓଡ଼ିଆ ଓଡିଶା

Leave a comment

Design a site like this with WordPress.com
Get started