ଢେଙ୍କାନାଳରେ ୭୭ତମ ସ୍ୱାଧିନତା ଦିବସ ପାଳିତ, ପlରେଡ୍‌ରେ ଅଭିବାଦନ ଗ୍ରହଣ କଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ

ଢ଼େଙ୍କାନାଳ, ୧୫/୮: ଢେଙ୍କାନାଳ ସଦର ମହକୁମାରେ ୭୭ତମ ସ୍ୱାଧିନତା ଦିବସ ମହାସମାରୋହରେ ପାଳିତ ହୋଇଛି । ଏହି ଅବସରରେ ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ମହିଳା ଶିଶୁ ବିକାଶ ତଥା ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ ।

Leave a comment

Design a site like this with WordPress.com
Get started