ଢେଙ୍କାନାଳ ସହର ଓ ବ୍ଲକ ରେ ଝିପି ଝିପି ବର୍ଷା ର ସୂଚନା

ଗତକାଲି ସୃଷ୍ଟି ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡିଶା ତତ-ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଉତ୍ତର ଛତିଶଗଡ ମୁହାଁ ହେବାର ସମ୍ଭାବନା । ଢେଙ୍କାନାଳ ସମେତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।

#weatherforecast #DhenkanalUpdate

Leave a comment

Design a site like this with WordPress.com
Get started