
ଚନ୍ଦ୍ରପୃଷ୍ଠରେ କ’ଣ କରିବ ଚନ୍ଦ୍ରଯାନ ?ଚନ୍ଦ୍ରଯାନ ୩ ଅଭିଯାନର ମୁଖ୍ୟତଃ ୩ଟି ଲକ୍ଷ୍ୟ
ଆସନ୍ତାକାଲି ଭାରତ ପାଇଁ ଚନ୍ଦ୍ରୟାନ ମୁହୂର୍ତ୍ତ । ସାରା ଦେଶକୁ ଏବେ ଚନ୍ଦ୍ରୟାନ ଫିଭର୍। କାଲି ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣମେରୁରେ ସଫ୍ଟଲ୍ୟାଣ୍ଡିଂ କରିବ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର। ଏଥିପାଇଁ ସାରା ଦେଶରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ଲ୍ୟାଣ୍ଡର ୩୦ କିଲୋମିଟର ଉଚ୍ଚତାରୁ ଅବତରଣ କରିବ । ଅବତରଣର ଦୁଇ ଘଣ୍ଟା ପୂର୍ବରୁ ଚନ୍ଦ୍ରର ସ୍ଥିତି ଅନୁଧ୍ୟାନ କରାଯିବସେଥିରେ କିଛି ସମସ୍ୟା ଦେଖାଦିଏ ତେବେ ଚନ୍ଦ୍ରୟାନ- ତିନିର ଅବତରଣକୁ ସ୍ଥଗିତ କରାଯାଇପାରେ।
ଲ୍ୟାଣ୍ଡର ୩୦ କିଲୋମିଟର ଉଚ୍ଚତାରୁ ଅବତରଣ କରିବ
Leave a comment