୯ ଟି ବନ୍ଦେ ଭାରତ ଟ୍ରେନ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

*🔖୯ଟି ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ l*

*▪️ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପତାକା ଦେଖାଇ କଲେ ଶୁଭାରମ୍ଭ । ସେହି ୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ ହେଉଛି :-*

*▪️(୧) ଉଦୟପୁର – ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ୍‌*
*▪️(୨) ତିରୁନେଲଭେଲି – ମଦୁରାଇ – ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍‌*
*▪️(୩) ହାଇଦ୍ରାବାଦ – ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ୍‌*
*▪️(୪) ବିଜୟୱାଡା – ଚେନ୍ନାଇ (ଭାୟା ରେନିଗୁଣ୍ଟା) ବନ୍ଦେ ଭାରତ ଏକ୍ସପ୍ରେସ୍‌*
*▪️(୫) ପାଟନା – ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌*
*▪️(୬) କାସରଗୋଡ – ତିରୁଅନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ*
*▪️(୭) ରାଉରକେଲା-ଭୁବନେଶ୍ୱର- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌*
*▪️(୮) ରାଞ୍ଚି – ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌*
*▪️(୯) ଜାମନଗର – ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସ୍‌*

*▪️ଏହି ୯ଟି ଟ୍ରେନ୍ ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ବିହାର, ପଶ୍ଚିମବଙ୍ଗ, କେରଳ, ଓଡ଼ିଶା, ଝାଡ଼ଖଣ୍ଡ ଓ ଗୁଜରାଟ ଭଳି ୧୧ଟି ରାଜ୍ୟରେ ଯୋଗାଯୋଗ ବୃଦ୍ଧି କରିବ।*

Leave a comment

Design a site like this with WordPress.com
Get started