ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ ବରିଷ୍ଠ ବିଜେପି ନେତା ରଘୁବର ଦାସ। ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରଘୁବର। ସେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ।

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ହେଲେ ଓଡ଼ିଶାର ରାଜ୍ୟପାଳ ।ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ ବରିଷ୍ଠ ବିଜେପି ନେତା ରଘୁବର ଦାସ। ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରଘୁବର। ସେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ।

Leave a comment

Design a site like this with WordPress.com
Get started