ଚତୁର୍ଥ ଶ୍ରୀ ଲୋକନାଥ ଶାସ୍ତ୍ରୀୟ ନୃତ୍ୟ ମହୋତ୍ସବ ଓ ପ୍ରତିଭା ସମ୍ମାନ ସ୍ଥାନୀୟ କାଶୀଆଡିହ ଠାରେ ଅନୁଷ୍ଠିତ ହେଇଯାଇଛି ଏଥିରେ ମୁଖ୍ୟଅତିଥି ଭାବେ ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ର ଅଧ୍ୟକ୍ଷା ଶ୍ରୀମତୀ ମୃଦୁଳା ଠାକୁର ପ୍ରଧାନ ମହୋଦୟା, ମୁଖ୍ୟବକ୍ତା ଭାବେ ବିଶ୍ୱହିନ୍ଦୁ ପରିଷଦ ର ରାଜ୍ୟ ସାଧାରଣ ସମ୍ପାଦକ ପଣ୍ଡିତ ମହେଶ ସାହୁ ମହୋଦୟ , ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ପୌରପରିଷଦ ର ପୌରାଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର ମହୋଦୟା ଏବଂ ହିନ୍ଦୋଳ ନିର୍ବାଚନ ମଣ୍ଡଳୀ ର ନାରୀନେତ୍ରୀ ଶ୍ରୀମତୀ ଅଞ୍ଜଳି ବେହେରା ମହୋଦୟା ଉପସ୍ଥିତ ଥିଲେ🙏

Leave a comment

Design a site like this with WordPress.com
Get started