*#ମନ୍ତ୍ରଧ୍ବନିରେ_କମ୍ପୁଛି_ସିଂହଦ୍ବାର*
*ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ବିଭିନ୍ନ କର୍ମ ଓ ପୂଜା ସହିତ ଆହୁତି ପ୍ରଦାନ କରାଯାଉଛି । ଯଜ୍ଞ ଓ ଭକ୍ତିପୂତ ପରିବେଶରେ ସଂକୀର୍ତ୍ତନ ମଣ୍ଡଳୀଙ୍କ ପରିକ୍ରମା ମାର୍ଗ ପ୍ରଦକ୍ଷଣ, ଜଗନ୍ନାଥ ଧାମ ପ୍ରତି ଆହୁରି ଆବେଗ ବଢ଼ାଇ ଦେଇଛି*

Leave a comment