ପ୍ରତି ସ୍ଥାନରେ ପ୍ରାୟ ଏକ ହଜାର ରୁ ଅଧିକ ନୂଆ ଭୋଟର ଙ୍କୁ ସାମିଲ କରିବାକୁ ଯୋଜନା କରିଛି ବିଜେପି

*👉ପ୍ରତି ସ୍ଥାନରେ ପ୍ରାୟ ୧ ହଜାରରୁ ଅଧିକ ନୂଆ ଭୋଟରଙ୍କୁ ସାମିଲ କରିବାକୁ ଯୋଜନା କରିଛି ବିଜେପି। ୨୦୧୪ ଓ ୨୦୧୯ରେ ନୂଆ ଭୋଟର ମୋଦିଙ୍କ ପାଖରେ ଥିଲେ। ୨୦୨୪ରେ ମଧ୍ୟ ପୁଣି ଥରେ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ବାଛିବା ପାଇଁ ଯୁବ ବର୍ଗଙ୍କ ମଧ୍ୟରେ ତତ୍ପରତା ଓ ଉତ୍ସାହ ଅଛି। ସେହି ଦୃଷ୍ଟିରୁ ଯୁବ ଭୋଟରଙ୍କୁ ଦଳରେ ସାମିଲ କରିବା ପାଇଁ ବିଜେପି ଯୋଜନା କରିଛି। ଏହି ସମ୍ମିଳନୀରେ ୯ ବର୍ଷରେ ମୋଦି ସରକାରଙ୍କ ଯୁବ କଲ୍ୟାଣ ଯୋଜନା ବିଷୟରେ ଯୁବ ବର୍ଗଙ୍କୁ ଅବଗତ କରାଇବ ଦଳ। ଏହା ସହ ନୂତନ ରାଷ୍ଟ୍ର ନିର୍ମାଣରେ ଯୁବବର୍ଗଙ୍କ ଭୂମିକା ବିଷୟରେ ପ୍ରଧାନମନ୍ତ୍ରୀ ଯୁବ ବର୍ଗଙ୍କୁ ଅବଗତ କରାଇବେ!.*

Leave a comment

Design a site like this with WordPress.com
Get started