ପ୍ରିୟାଂଶୁ ବସରେ ଢେଙ୍କାନାଳ ରେ ଲାଗିଲା ନିଆଁ

ପ୍ରିୟାଂଶୁ ବସ ରେ ଲାଗିଲା ନିଆଁ

ଢେଙ୍କାନାଳ ଜିଲ୍ଲା ଅତିକ୍ରମ କରୁଥିବା ବେଳେ ଆନନ୍ଦ ନଗର ନିକଟରେ ଜାତୀୟ ରାଜପଥ ୫୫ ଉପରେ ହଠାତ୍ ସେଥିରେ ନିଆଁ ଲାଗି ଯାଇଥିଲା।

ନିଆଁ ଲାଗିଥିବା ଜାଣି ସମସ୍ତ ଯାତ୍ରୀ ତୁରନ୍ତ ବସ୍ରୁ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍ଟି ରାଜପଥ ଉପରେ ହୁତୁହୁତୁ ହୋଇ ଜଳିବାକୁ ଲାଗିଲା।

ଖବର ପାଇ ତୁରନ୍ତ ଢେଙ୍କାନାଳ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିଥିଲେ। ବହୁ ପରିଶ୍ରମ ପରେ ବସ୍ର ନିଆଁକୁ କାବୁ କରାଯାଇଥିବା ଜଣାଯାଇଛି। ଏଥିଯୋଗୁ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବହୁ ସମୟ ପର୍ଯ୍ୟନ୍ତ ବ୍ୟାହତ ହୋଇଥିଲା। ୪୦ ଯାତ୍ରୀ। ଦ୍ରୁତ ଗତିରେ ବସ୍ଟି ଲକ୍ଷ୍ୟ ସ୍ଥଳ ଅଭିମୁଖେ ଯାଉଥିଲା। ମାତ୍ର ହଠାତ୍ ବିଚ୍ ରାସ୍ତାରେ ବସ୍ରେ ଲାଗିଲା ନିଆଁ। ଆଉ ହୁତୁହୁତୁ ହୋଇ ଜଳିଗଲା ବସ୍। ଏପରି ଏକ ଅଘଟଣ ଆଜି ଢେଙ୍କାନାଳ ଜିଲ୍ଲାରେ ଘଟିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି।ପ୍ରିୟାଂଶି’ ନାମକ ବସ୍ ଆଜି ସକାଳେ ପ୍ରାୟ ୪୦ ଯାତ୍ରୀଙ୍କୁ ଧରି ଅନୁଗୁଳରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିଲାପୁଲିସ୍ ପହଞ୍ଚି ଜଳି ଯାଇଥିବା ବସ୍କୁ ରାସ୍ତାରୁ ହଟାଇବା ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିଲା। ତେବେ ଅଗ୍ନିକାଣ୍ଡର କାରଣ ଜଣା ପଡ଼ିନି।

https://shuru.page.link/tDMYfv71ebZMdQhMA

Leave a comment

Design a site like this with WordPress.com
Get started