-
*ମୁଖ୍ୟମନ୍ତ୍ରୀଙ୍କ କର କମଳରେ ଲୋକାର୍ପିତ ହେଲା ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ*
*#ମନ୍ତ୍ରଧ୍ବନିରେ_କମ୍ପୁଛି_ସିଂହଦ୍ବାର**ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ବିଭିନ୍ନ କର୍ମ ଓ ପୂଜା ସହିତ ଆହୁତି ପ୍ରଦାନ କରାଯାଉଛି । ଯଜ୍ଞ ଓ ଭକ୍ତିପୂତ ପରିବେଶରେ ସଂକୀର୍ତ୍ତନ ମଣ୍ଡଳୀଙ୍କ ପରିକ୍ରମା ମାର୍ଗ ପ୍ରଦକ୍ଷଣ, ଜଗନ୍ନାଥ ଧାମ ପ୍ରତି ଆହୁରି ଆବେଗ ବଢ଼ାଇ ଦେଇଛି*
-
*ରତ୍ନଭଣ୍ଡାର ଚାବି ହଜିବା ଘଟଣା: ତଦନ୍ତ ରିପୋର୍ଟ ସାର୍ବଜନୀନ କରିବାକୁ କୋର୍ଟରେ ମାମଲା ।* *ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ତଦନ୍ତ କମିସନ ରିପୋର୍ଟକୁ ରାଜ୍ୟବାସୀ ଅପେକ୍ଷା କରିଛନ୍ତି। ରିପୋର୍ଟ ସାର୍ବଜନୀନ ପାଇଁ ସରକାରଙ୍କ ଆଭିମୁଖ୍ୟ ନେଇ ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇବେ। ଆସନ୍ତା ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।* *ସୂଚନାଯୋଗ୍ୟ, ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟବ୍ୟାପି ହଇଚଇ ସୃଷ୍ଟି ହୋଇଥିଲା। ରତ୍ନଭଣ୍ଡାରରୁ ବହୁ ମୂଲ୍ୟ ସାମଗ୍ରୀ ଚୋରି ହୋଇ ଯାଇଥିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ, ସ୍ୱେଚ୍ଛାସେବୀ ସଂଗଠନ ହୋହଲ୍ଲା କରିଥିଲେ। ଚାପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜଷ୍ଟିସ ରଘୁବୀର ଦାସଙ୍କୁ ନେଇ ଏକ ତଦନ୍ତ କମିସନ ଗଠନ କରିଥିଲେ। କମିସନ ନିଜର ତଦନ୍ତ ଶେଷ କରି ୨୦୧୮ ନଭେମ୍ବର ୨୯ରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ହେଲେ ଏବେ ଯାଏ ଏହାକୁ ସାର୍ବଜନିତ କରାଯାଉନାହିଁ।*
*ରତ୍ନଭଣ୍ଡାର ଚାବି ହଜିବା ଘଟଣା: ତଦନ୍ତ ରିପୋର୍ଟ ସାର୍ବଜନୀନ କରିବାକୁ କୋର୍ଟରେ ମାମଲା ।* *ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ତଦନ୍ତ କମିସନ ରିପୋର୍ଟକୁ ରାଜ୍ୟବାସୀ ଅପେକ୍ଷା କରିଛନ୍ତି। ରିପୋର୍ଟ ସାର୍ବଜନୀନ ପାଇଁ ସରକାରଙ୍କ ଆଭିମୁଖ୍ୟ ନେଇ ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇବେ। ଆସନ୍ତା ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।* *ସୂଚନାଯୋଗ୍ୟ, ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟବ୍ୟାପି ହଇଚଇ…
-
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳ ଦ୍ୱାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳ ଦ୍ୱାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ | JAY JAGANNATH TV#JayJagannathTV #NamitaAgrawal #SidharthTV #SidharthBhakti #SidharthGold #SidharthMusic #919SidharthFM #SitaramAgrawal #SidharrthTV #DhupaAlati #BhaktankaAnubhuti
-
ପରିକ୍ରମା ପ୍ରକଳ୍ପ ଉତ୍ସବ: ସୋସିଆଲ ମିଡିଆ ‘ଏକ୍ସ’ରେ ଟ୍ରେଣ୍ଡ୍ କରୁଛି ‘ଶ୍ରୀମନ୍ଦିର ଖୁସି, ଓଡ଼ିଶା ଖୁସି’
ଭୁବନେଶ୍ବର: ପରିକ୍ରମା ପ୍ରକଳ୍ପ ଉତ୍ସବକୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଉତ୍ସାହ। ଏହି ଉତ୍ସାହ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି । ସୋସିଆଲ ମିଡିଆ ‘ଏକ୍ସ’ରେ ଟ୍ରେଣ୍ଡ୍ କରୁଛି ‘ଶ୍ରୀମନ୍ଦିର ଖୁସି, ଓଡ଼ିଶା ଖୁସି’ । ଚା’ ଖଟିରୁ ଚାକଚକ୍ୟ ହୋଟେଲ, ବସ୍ତିବାସୀରୁ ବୁଦ୍ଧିଜୀବୀ ପୁଣି ବଡ଼ଦାଣ୍ଡରୁ ବେଳାଭୂମି ସବୁଠି ପରିକ୍ରମା ପ୍ରକଳ୍ପର ଚର୍ଚ୍ଚା ଚାଲିଛି।ଆଉମାତ୍ର ଗୋଟିଏ ଦିନର ଅପକ୍ଷୋ। ପୌଷ ଶୁକ୍ଳ ସପ୍ତମୀ ତିଥି ଅର୍ଥାତ୍ ୨୦୨୪ ଜାନୁଆରୀ ୧୭ ତାରିଖ ଶ୍ରୀକ୍ଷେତ୍ର…
-
ଚତୁର୍ଥ ଶ୍ରୀ ଲୋକନାଥ ଶାସ୍ତ୍ରୀୟ ନୃତ୍ୟ ମହୋତ୍ସବ ଓ ପ୍ରତିଭା ସମ୍ମାନ ସ୍ଥାନୀୟ କାଶୀଆଡିହ ଠାରେ ଅନୁଷ୍ଠିତ ହେଇଯାଇଛି ଏଥିରେ ମୁଖ୍ୟଅତିଥି ଭାବେ ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ର ଅଧ୍ୟକ୍ଷା ଶ୍ରୀମତୀ ମୃଦୁଳା ଠାକୁର ପ୍ରଧାନ ମହୋଦୟା, ମୁଖ୍ୟବକ୍ତା ଭାବେ ବିଶ୍ୱହିନ୍ଦୁ ପରିଷଦ ର ରାଜ୍ୟ ସାଧାରଣ ସମ୍ପାଦକ ପଣ୍ଡିତ ମହେଶ ସାହୁ ମହୋଦୟ , ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ପୌରପରିଷଦ ର ପୌରାଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର ମହୋଦୟା ଏବଂ ହିନ୍ଦୋଳ ନିର୍ବାଚନ ମଣ୍ଡଳୀ ର ନାରୀନେତ୍ରୀ ଶ୍ରୀମତୀ ଅଞ୍ଜଳି ବେହେରା ମହୋଦୟା ଉପସ୍ଥିତ ଥିଲେ🙏
ଚତୁର୍ଥ ଶ୍ରୀ ଲୋକନାଥ ଶାସ୍ତ୍ରୀୟ ନୃତ୍ୟ ମହୋତ୍ସବ ଓ ପ୍ରତିଭା ସମ୍ମାନ ସ୍ଥାନୀୟ କାଶୀଆଡିହ ଠାରେ ଅନୁଷ୍ଠିତ ହେଇଯାଇଛି ଏଥିରେ ମୁଖ୍ୟଅତିଥି ଭାବେ ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ର ଅଧ୍ୟକ୍ଷା ଶ୍ରୀମତୀ ମୃଦୁଳା ଠାକୁର ପ୍ରଧାନ ମହୋଦୟା, ମୁଖ୍ୟବକ୍ତା ଭାବେ ବିଶ୍ୱହିନ୍ଦୁ ପରିଷଦ ର ରାଜ୍ୟ ସାଧାରଣ ସମ୍ପାଦକ ପଣ୍ଡିତ ମହେଶ ସାହୁ ମହୋଦୟ , ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ପୌରପରିଷଦ ର ପୌରାଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର ମହୋଦୟା ଏବଂ ହିନ୍ଦୋଳ ନିର୍ବାଚନ ମଣ୍ଡଳୀ…
-
ଢ଼େଙ୍କାନାଳ ପୋଲିସ ହାତରେ ଡକାୟତ ଗ୍ୟାଙ୍ଗ । ୩ ଦିନରେ ଧରାପଡ଼ିଲେଣି ୧୦ ଲୁଟେରା
ଢ଼େଙ୍କାନାଳ ପୋଲିସ ହାତରେ ଡକାୟତ ଗ୍ୟାଙ୍ଗ । ୩ ଦିନରେ ଧରାପଡ଼ିଲେଣି ୧୦ ଲୁଟେରା । ଭାପୁର ଫାଣ୍ଡି ଅନ୍ତର୍ଗତ କଦମପାଳ ଗାଁରେ ୪ଜଣ ସନ୍ଦିଗ୍ଧ ସକାଳୁ ସକାଳୁ ନିଆଁ ପୋଉଁଥିବା ବେଳେ ପାଟ୍ରୋଲିଂ ଟିମ୍ ସେମାନଙ୍କୁ ଗିରଫ କରିଛି । ଏମାନେ ବିଭିନ୍ନ ଫାଇନାନ୍ସ କମ୍ପାନୀରୁ ଲୁଟ୍ କରିଥିବା ନେଇ ଅଭିଯୋଗ ରହିଛି । ଡକାୟତଙ୍କ ଠାରୁ ୩ଟି ବାଇକ, ମାରଣାସ୍ତ୍ର ଓ ମୋବାଇଲ ଜବତ ହୋଇଛି ।ସେହିପରି ବିଦ୍ୟୁତ୍ ସବଷ୍ଟେସନରେ ପଶି ଡକାୟତି କରିଥିବା…
-
ପୋରୁଅଖୋଜ ଗ୍ରାମର ବିଶିଷ୍ଟ ସମାଜସେବୀ ଟିକିନାଭାଇଙ୍କ ପୂଜ୍ୟପିତା ସ୍ବର୍ଗତ ଲିଙ୍ଗରାଜ ସେଠି ଙ୍କ ଏକାଦଶlହ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା ରେ ଯୋଗଦେଲେ ପୂର୍ବତନ ବିଜେପି ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର ଓ ଗଁଦିଆ ଡିଜିଟାଲ ମିଡ଼ିଆ ର ପ୍ରଦୀପଦାସ
**ପୋରୁହଖୋଜ ଗ୍ରାମ ର ବିଶିଷ୍ଟ ସମାଜସେବୀ , ଯୁବ ସମାଜସେବୀ ଟିକିନା ଭାଇ ଙ୍କ ପୂଜ୍ୟପିତା ତଥା ପ୍ରାକ୍ତନ ପଶୁ ଚିକିତ୍ସକ ସ୍ବର୍ଗତ ଲିଙ୍ଗରାଜ ସେଠୀ ଙ୍କ ଏକାଦଶାହ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା ରେ ଯୋଗଦେଇ ପବିତ୍ର ଆତ୍ମା ର ସଦଗତି ନିମନ୍ତେ ପର୍ଥାନ କଲେ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ରପାତ୍ର ଓ ଗଁଦିଆ ଡିଜିଟାଲ ମିଡ଼ିଆ ର ପ୍ରଦୀପଦାସ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସଭାରେ ଯୋଗଦାନ
-
କଂଗ୍ରେସ ର ନୂଆ ଫଡଙ୍ଗ,ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ନିମନ୍ତ୍ରଣ ପ୍ରତ୍ୟାଖ୍ୟାନ କଲା କଂଗ୍ରେସ, ଅଯୋଧ୍ୟା ଯିବେ ନାହିଁ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେ
(ନିଉଜ ଓଡ଼ିଆ ଓଡିଶା ବ୍ୟୁlରେରିପୋର୍ଟ ),୧୦।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛି କଂଗ୍ରେସ। ଦଳ ପକ୍ଷରୁ ଏକ ବିବୃତ୍ତି ଜାରି ସୂଚନା ଦିଆଯାଇଛି। କୁହାଯାଇଛି ଯେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣକୁ ସମ୍ମାନର ସହ ପ୍ରତ୍ୟାଖ୍ୟାନ କରାଯାଇଛି। ଜାନୁଆରୀ ୨୨ ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପାଇଁ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ କୌଣସି କଂଗ୍ରେସ ନେତା ଅଯୋଧ୍ୟା ଯିବେ…
-
କାମାକ୍ଷାନଗର ବାରହା ଆକ୍ରମଣ ରେ ଦୁଇ ଗୁରୁତର, ବାରହା କୁ ପିଟି ପିଟି ମାରିଦେଲେ ଗ୍ରାମବାସୀ
ବାରହା ଆକ୍ରମଣରେ ୨ ଗୁରୁତର, ବାରହାକୁ ପିଟି ପିଟି ମାରିଦେଲେ ଗ୍ରାମବାସୀ ଢେଙ୍କାନାଳ କାମାକ୍ଷାନଗର ୯।୧: ବାରାହା ଆକ୍ରମଣରେ ଦୁଇ ଜଣ ଗୁରୁତର । ଗୁରୁତର ଦୁଇ ଜଣ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଶରଧାପୁର ଗ୍ରାମର କମଳି ପାତ୍ର ଓ ମଙ୍ଗୁଳୁ ପାତ୍ର ।ସୂଚନାଯୋଗ୍ୟ ଯେ, ମଙ୍ଗଲବାର ଦିନ ପ୍ରାୟ ୧୨ଟା ବେଳକୁ କମଳି ଘର ପାଇଁ ସଉଦା ଆଣିବା ପାଇଁ ଘରପାଖ ଦୋକାନକୁ ଯାଇଥିବା ବେଳେ ଜଙ୍ଗଲୀ ବାରହା ଆକ୍ରମଣ କରିଥିଲା ।ମଙ୍ଗୁଳୁ…
-
ବାପୁଜି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ପ୍ରତିଯୋଗିତା ର ପୁରସ୍କାର ବିତରଣ ଉତ୍ସବ
*ବାପୁଜୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ର ପୁରସ୍କାର ବିତରଣ ଉତ୍ସବ ।**ଅଦ୍ୟ ତା ୦୯-୦୧-୨୦୨୪ ରିଖ ମଙ୍ଗଳବାର ଦିନ ଦିବା ୧୧ ଘଟିକା ସମୟରେ ଆମ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟର ପୁରାତନ ଛାତ୍ର ତଥା ମୋ ସ୍କୁଲ୍ ଅଭିଯାନର ସଭାପତି ଶ୍ରୀଯୁକ୍ତ ଗୁପ୍ତେଶ୍ୱର ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ଉତ୍ସବରେ ଢେଙ୍କାନାଳ ସଦର ବ୍ଲକ୍ ର ଶିକ୍ଷା ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବ୍ରହ୍ମାନନ୍ଦ…