Tag: #puri

  • ମହାପ୍ରଭୁଙ୍କ ଶ୍ରୀମନ୍ଦିର ଭିତର ର ଫୋଟୋ ଭାଇରଲ ହୋଇଛି ଏହି ଲୋକ କରିଛନ୍ତି

    ପୁରୀ: ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ରାଜା ଶେଖର ନାମକ ଜଣେ ଯୁବକ ନିଜ ଫେସବୁକରେ ଫଟୋ ଅପଲୋଡ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ଭିତର ବେଡାରୁ ନିଜର ସେଲ୍ଫି ଫଟୋ ନେଇ ଫଟୋ ଅପଲୋଡ କରିଛନ୍ତି। ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ଉପରେ କଟକଣା ଥିବା ବେଳେ କିପରି ଏହି ଫଟୋ ଉଠିଲା ତାହା ତଦନ୍ତ ପାଇଁ ଦାବି ହୋଇଛି।ଏଥିସହ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଅବହେଳା କରୁଥିବା ସୁରକ୍ଷା କର୍ମୀଙ୍କ ବିରୋଧରେ ମଧ୍ୟ ଦୃଢ଼…

Design a site like this with WordPress.com
Get started